Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅପରେସନ୍ ଗଙ୍ଗା ଭାରତର ଅତୁଳନୀୟ ଉତ୍ସାହକୁ ପ୍ରତିଫଳିତ କରେ: ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ୟୁକ୍ରେନରୁ ଭାରତୀୟମାନଙ୍କୁ ଉଦ୍ଧାର ପାଇଁ ଅପରେସନ୍ ଗଙ୍ଗା ଉପରେ ଏକ ନୂତନ ଡକ୍ୟୁମେଣ୍ଟାରୀ ଏହି ଅପରେସନ୍ ସମ୍ବନ୍ଧୀୟ ଦିଗ ଉପରେ ଅତ୍ୟନ୍ତ ସୂଚନାଧର୍ମୀ ହେବ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

“ଯେତେ ଆହ୍ବାନ ଥାଉ ନା କାହିଁକି ଆମ ଲୋକଙ୍କ ସହ ରହିବା ଆମର ଅପରେସନ୍ ଗଙ୍ଗା ସୂଚାଇଥାଏ। ଏହା ଭାରତର ଅଦମ୍ୟ ଉତ୍ସାହକୁ ମଧ୍ୟ ପ୍ରତିଫଳିତ କରିଥାଏ। ଏହି ଅପରେସନ୍ ସମ୍ବନ୍ଧୀୟ ଦିଗ ଉପରେ ଏହି ଡକ୍ୟୁମେଣ୍ଟାରୀ ବହୁତ ସୂଚନାଧର୍ମୀ ହେବ।”

BS