ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନେତା ବିକ୍ରମ ଗୋଖଲେଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଶ୍ରୀ ମୋଦୀ ଟୁଇଟ୍ କରିଛନ୍ତି:
“ବିକ୍ରମ ଗୋଖଲେ ଜୀ ଜଣେ ସୃଜନଶୀଳ ଏବଂ ବହୁମୁଖୀ ଅଭିନେତା ଥିଲେ । ତାଙ୍କର ଦୀର୍ଘ ଅଭିନୟ ଜୀବନରେ ଅନେକ ଆକର୍ଷଣୀୟ ଭୂମିକା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ । ତାଙ୍କ ଦେହାନ୍ତରେ ଅତ୍ୟନ୍ତ ଦୁଃଖିତ । ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକଙ୍କୁ ସମବେଦନା । ଓମ୍ ଶାନ୍ତି ।”
Vikram Gokhale Ji was a creative and versatile actor. He will be remembered for many interesting roles in his long acting career. Saddened by his demise. Condolences to his family, friends and admirers. Om Shanti.
— Narendra Modi (@narendramodi) November 26, 2022
HS