Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅମୃତସର ରେଳ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ଅମୃତସର ରେଳ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

“ଅମୃତସରରେ ରେଳ ଦୁର୍ଘଟଣାକୁ ନେଇ ମୁଁ ଗଭୀର ଭାବେ ମର୍ମାହତ । ଏହି ଦୁଃଖଦ ଘଟଣା ମର୍ମ ବିଦାରକ । ଯେଉଁ ପରିବାର ସେମାନଙ୍କ ପ୍ରିୟ ସଦସ୍ୟମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ବ୍ୟକ୍ତ କରୁଛି ଏବଂ ପ୍ରାର୍ଥନା କରୁଛି ଯେ ଆହତ ବ୍ୟକ୍ତିମାନେ ଶୀଘ୍ର ସୁସ୍ଥତା ଲାଭ କରନ୍ତୁ । ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ବିଭାଗୀୟ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି,” ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟର ମାଧ୍ୟମରେ ପ୍ରକାଶ କରିଛନ୍ତି ।

****