Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଅଲ୍ବାନିଜ୍ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଅଲ୍‌ବାନିଜ୍ ସହ କଥା ହୋଇଛନ୍ତି । ଏହି ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା କରିବା ସହ କ୍ୱାଡ୍ ସମେତ ଅନ୍ୟ ବହୁପକ୍ଷୀୟ କ୍ଷେତ୍ରରେ ସହଯୋଗରେ ହୋଇଥିବା ଅଗ୍ରଗତି ଉପରେ ମଧ୍ୟ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ମୋର ବନ୍ଧୁ ଆନ୍ଥୋନୀ ଅଲ୍‌ବାନିଜ୍‌ଙ୍କ ସହ କଥା ହୋଇ ଆନନ୍ଦିତ । ଆମେ ଦୁଇ ଜଣ ନିଜର ଦ୍ୱିପାକ୍ଷିକ ସମ୍ପର୍କ ଓ କ୍ୱାଡ ସମେତ ବିଭିନ୍ନ ବହୁପକ୍ଷୀୟ କ୍ଷେତ୍ରରେ ସହଯୋଗରେ ହୋଇଥିବା ଅଗ୍ରଗତି ଉପରେ ଆଲୋଚନା କରିଥିଲୁ ।”

 

SR