Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ


 

ବ୍ୟାଂକକଠାରେ ଆରସିଇପି ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କୁ ଭେଟିଛନ୍ତି ।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବନ୍ଧୁତାକୁ ନିବିଡ କରିବା ନେଇ ଉଭୟ ନେତା ଆଲୋଚନା କରିଥିଲେ ।

ଜାନୁଆରୀ 2020ରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କର ଆଗାମୀ ଭାରତ ଗସ୍ତର ଉତ୍ତମ ପରିଣାମ ହାସଲ କରିବା ନେଇ ପ୍ରସ୍ତୁତି ଉପରେ ଦୁଇ ନେତା ଆଲୋଚନା କରିଥିଲେ ।