ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇନଜୀବୀ ଶ୍ରୀ ଫଲି ନରିମନ୍ଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଶ୍ରୀ ଫଲି ନରିମନ୍ ଜୀ ଅନ୍ୟତମ ବିଶିଷ୍ଟ ଆଇନଜୀବୀ ତଥା ବୁଦ୍ଧିଜୀବୀ ଥିଲେ । ସାଧାରଣ ଲୋକଙ୍କ ନିକଟରେ ନ୍ୟାୟ ପହଞ୍ଚାଇବା ଲାଗି ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ଦେହାନ୍ତରେ ଅତ୍ୟନ୍ତ ଦୁଃଖିତ । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା । ତାଙ୍କ ଆତ୍ମାକୁ ଶାନ୍ତି ମିଳୁ ।’
Shri Fali Nariman Ji was among the most outstanding legal minds and intellectuals. He devoted his life to making justice accessible to common citizens. I am pained by his passing away. My thoughts are with his family and admirers. May his soul rest in peace.
— Narendra Modi (@narendramodi) February 21, 2024
SR