Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି; 

ଏଭଳି ଉଦ୍ୟମ ପ୍ରଶଂସନୀୟ, କାରଣ ଏହାଦ୍ୱାରା ଆଇନ ଓ ଆଇନଗତ ଅଧିକାରର ବିଭିନ୍ନ ଦିଗ ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ହେଉଛି ।

 

SR