ଆନ୍ଧ୍ର ପ୍ରଦେଶର ଅନକାପଲ୍ଲୀ ଜିଲ୍ଲାରେ କାରଖାନା ଦୁର୍ଘଟଣାରେ ଲୋକଙ୍କ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି–ପିଏମଏନଆରଏଫ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ ପାଇଁ ସେ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ଆନ୍ଧ୍ର ପ୍ରଦେଶର ଅନକାପଲ୍ଲୀରେ ଏକ କାରଖାନାରେ ଦୁର୍ଘଟଣାରେ ଲୋକଙ୍କ ଜୀବନ ହାନି ପାଇଁ ଗଭୀର ଦୁଃଖିତ । ନିଜ ପ୍ରିୟଜନଙ୍କ ହରାଇଥିବା ଲୋକଙ୍କ ପାଇଁ ଗଭୀର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏପଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ:ପ୍ରଧାନମନ୍ତ୍ରୀ @narendramodi”
SR
Deeply saddened by the loss of lives in a factory mishap in Anakapalli district of Andhra Pradesh. Condolences to those who have lost their loved ones. May the injured recover soon. The local administration is assisting those affected.
— PMO India (@PMOIndia) April 13, 2025
An ex-gratia of Rs. 2 lakh from PMNRF would…
ఆంధ్రప్రదేశ్ లోని అనకాపల్లి జిల్లా ఫ్యాక్టరీ ప్రమాదంలో జరిగిన ప్రాణనష్టం అత్యంత బాధాకరం. ఈ ప్రమాదంలో తమ ఆత్మీయులను కోల్పోయిన వారికి ప్రగాఢ సానుభూతి తెలియజేస్తున్నాను. క్షతగాత్రులు త్వరగా కోలుకోవాలని ప్రార్థిస్తున్నాను. స్థానిక యంత్రాంగం బాధితులకు సహకారం అందజేస్తోంది.
— PMO India (@PMOIndia) April 13, 2025
ఈ ప్రమాదంలో…