ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନ୍ୟୁୟର୍କ ଠାରେ ସ୍ୱାସ୍ଥ୍ୟ କ୍ଷେତ୍ରର ଅଗ୍ରଣୀ ଆମେରିକୀୟ ବିଶେଷଜ୍ଞ ଗୋଷ୍ଠିଙ୍କୁ ଭେଟିଛନ୍ତି ।
ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇଁ ଡିଜିଟାଲ୍ ଟେକ୍ନୋଲୋଜିର ବ୍ୟବହାର, ଏକୀକୃତ ଔଷଧ ଉପରେ ଅଧିକ ଧ୍ୟାନ ଏବଂ ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରସ୍ତୁତି ସହିତ ସ୍ୱାସ୍ଥ୍ୟର ଡୋମେନ୍ ସମ୍ବନ୍ଧୀୟ ବିଭିନ୍ନ ବିଷୟ ଉପରେ ପ୍ରଧାନମନ୍ତ୍ରୀ ଏବଂ ବିଶେଷଜ୍ଞମାନେ ଆଲୋଚନା କରିଥିଲେ ।
ପାରସ୍ପରିକ ଆଲୋଚନାରେ ଅଂଶଗ୍ରହଣ କରିଥିବା ବିଶେଷଜ୍ଞଙ୍କ ମାନଙ୍କ ମଧ୍ୟରେ :
HS
Had an informative discussion with a group of healthcare experts. They shared their rich perspectives on ways to augment healthcare capacities in India. I told them about the work we have done in integrating latest technology in the sector and our efforts like TB elimination. pic.twitter.com/vvRdyzGkAP
— Narendra Modi (@narendramodi) June 21, 2023