Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କର ଐତିହାସିକ ଦ୍ବିତୀୟ ପାଳି ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ


 

ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସନୀୟ ଭାଗିଦାରୀ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଆମ ଲୋକଙ୍କ କଲ୍ୟାଣ ଏବଂ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ଦିଗରେ ଆମେ ଏକାଠି କାମ କରିବୁ: ପ୍ରଧାନମନ୍ତ୍ରୀ

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ରାଷ୍ଟ୍ରପତି ଭାବେ ତାଙ୍କର ଐତିହାସିକ ଦ୍ବିତୀୟ ପାଳି ପାଇଁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ କହିଛନ୍ତି, ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସନୀୟ ଭାଗିଦାରୀ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଆମେ ଆମ ଲୋକଙ୍କ କଲ୍ୟାଣ ଏବଂ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ଦିଗରେ ଏକାଠି କାମ କରିବୁ

ପ୍ରଧାନମନ୍ତ୍ରୀଏକ୍ସରେ ଲେଖିଛନ୍ତି :

ମୋ ପ୍ରିୟ ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇ ମୁଁ ଆନନ୍ଦିତ ଐତିହସିକ ଦ୍ବିତୀୟ ପାଳି ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଲି ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସନୀୟ ଭାଗିଦାରୀ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଆମେ ଆମ ଲୋକଙ୍କ କଲ୍ୟାଣ ଏବଂ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ଦିଗରେ ଏକାଠି କାମ କରିବୁ

 

****

 

TKM/Swadhin