Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଆର୍ଜେଣ୍ଟିନା ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଜାଭିଅର ମିଲେଇଙ୍କୁ  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଥିବା ଜାଭିଅର ମିଲେଇଙ୍କୁ  ଅଭିନନ୍ଦନ । ଭାରତ-ଆର୍ଜେଣ୍ଟିନା ରଣନୀତିକ ଭାଗୀଦାରିକୁ ବିବିଧ ଏବଂ ବିସ୍ତାର କରିବା ପାଇଁ ଆପଣଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବାକୁ ଅପେକ୍ଷା ।’

 

SR