Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ, ଭାରତ ସରକାର ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ମଧ୍ୟରେ ଏମଓୟୁ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ


 

 

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ, ଭାରତ ସରକାର ଏବଂ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ମଧ୍ୟରେ ଏମଓୟୁ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଯୋଜନା ଲୋକମାନଙ୍କୁ, ବିଶେଷକରି ନାରୀ ଶକ୍ତି ବରିଷ୍ଠ ନାଗରିକମାନଙ୍କୁ ସୁଲଭ ମୂଲ୍ୟରେ ଉଚ୍ଚମାନର ସ୍ବାସ୍ଥ୍ୟସେବା ସୁନିଶ୍ଚିତ କରିବ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଜବାବରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି :

ଓଡ଼ିଶାର ଲୋକମାନଙ୍କୁ ଅଭିନନ୍ଦନ !

ଏହା ଏକ ବିଡ଼ମ୍ବନା ଯେ ପୂର୍ବବର୍ତ୍ତୀ ସରକାର ମୋ ଓଡ଼ିଶାର ଭାଇ ଭଉଣୀମାନଙ୍କୁ ଆୟୁଷ୍ମାନ ଭାରତର ସୁବିଧା ପାଇବାରୁ ବଞ୍ଚିତ କରି ରଖିଥିଲେ ଏହି ଯୋଜନା ସୁଲଭ ମୂଲ୍ୟରେ ଉଚ୍ଚମାନର ସ୍ବାସ୍ଥ୍ୟସେବାକୁ ସୁନିଶ୍ଚିତ କରିବ ଏହା ବିଶେଷଭାବରେ ନାରୀ ଶକ୍ତି ବରିଷ୍ଠ ନାଗରିକମାନଙ୍କୁ ଉପକୃତ କରିବ

TKM/Swadhin