Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍କଳ ଦିବସ ଅବସରରେ ଓଡିଶାର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଓଡିଶାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସେ କହିଛନ୍ତି ଯେ ଓଡିଆ ସଂସ୍କୃତି ସର୍ବଭାରତୀୟ ସ୍ତରରେ ପ୍ରଶଂସିତ ଏବଂ ଓଡିଆ ଲୋକମାନେ ଭାରତର ପ୍ରଗତିରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଉତ୍କଳ ଦିବସର ଏହି ସ୍ୱତନ୍ତ୍ର ଉତ୍ସବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଉଛି ଭାରତର ପ୍ରଗତିରେ ଓଡିଆ ଲୋକମାନେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ଏବଂ ଓଡିଆ ସଂସ୍କୃତି ବିଶ୍ୱବ୍ୟାପୀ ପ୍ରଶଂସିତ ହୋଇଛି ମୁଁ ଭବିଷ୍ୟତରେ ଓଡିଶାର ବିକାଶ ପାଇଁ ପ୍ରାର୍ଥନା କରୁଛି

HS