ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପତିଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି “ଏମ୍ସ ଯାଇ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖରଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।”
ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି :
“ଏମ୍ସ ଯାଇ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖରଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛି । ମୁଁ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।”
SR
Went to AIIMS and enquired about the health of Vice President Shri Jagdeep Dhankhar Ji. I pray for his good health and speedy recovery. @VPIndia
— Narendra Modi (@narendramodi) March 9, 2025