ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଏକୀକୃତ ପେନସନ୍ ଯୋଜନା (ୟୁପିଏସ୍)କୁ ମଞ୍ଜୁରି ମିଳିଛି ।
ୟୁପିଏସ୍ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଲା :
ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା।
ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକ (ବେତନ+ଡିଏ)ର ୧/୧୦ ଭାଗ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନ୍ସନ୍ ର ପରିମାଣ କମ୍ ହେବ ନାହିଁ ।
********
P.S/Swadhin