Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏନଏବିଏଚ ମାନ୍ୟତା ମିଳିଥିବା ଏମ୍ସ, ନାଗପୁର ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର ସମସ୍ତ ଏମ୍ସ ମଧ୍ୟରେ ଏମ୍ସ, ନାଗପୁର ଏନଏବିଏଚ ମାନ୍ୟତା ପାଇବାରେ ପ୍ରଥମ ହୋଇଥିବାରୁ ଏମ୍ସ, ନାଗପୁର ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।

ଏମ୍ସ ନାଗପୁରର ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଏହି ସଫଳତା ପାଇଁ @AIIMSNagpur ଟିମକୁ ଶୁଭେଚ୍ଛା । ଗୁଣବତ୍ତାସମ୍ପନ୍ନ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାରେ ଏହା ଏକ ମାନକ ସ୍ଥାପିତ କରିପାରିଛି ।  

 

SR