Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓଡିଶାର ଝାରସୁଗୁଡାରେ ଏକ ସଡକ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ଝାରସୁଗୁଡାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଓଡିଶାର ଝାରସୁଗୁଡାରେ ଏହି ଦୁର୍ଘଟଣା ଅତ୍ୟନ୍ତ ଦୁଃଖ ଦାୟକ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହ ମୋର ଚିନ୍ତାଧାରା ରହିଛି । ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ”

HS