Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ଜୀଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓମ ଶାନ୍ତି ।

 

 SR