Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓଣାମ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛ


ପବିତ୍ର ପର୍ବ ଓଣାମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ସମସ୍ତଙ୍କୁ ଓଣାମର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ପବିତ୍ର ପର୍ବ ଆମ ସମାଜକୁ ସୁଖ, ସଂପ୍ରୀତି ଓ କଲ୍ୟାଣରେ ସମୃଦ୍ଧ କରୁ”ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।