Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓନମ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ଓନମ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ।

“ସମସ୍ତଙ୍କୁ ଓନମର ଅଶେଷ ଶୁଭକାମନା । ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି, ଏହି ପବିତ୍ର ପର୍ବ ଆମ ଦେଶରେ ଆଗାମୀ ଦିନରେ ଏକତା ଏବଂ ଖୁସିର ବାତାବରଣ ଆଣିଦେଉ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।