Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଓନମ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଓନମର ପବିତ୍ର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

“ଓନମର ପବିତ୍ର ଅବସରରେ ଅଭିନନ୍ଦନ! ଏହି ପର୍ବ ଆମ ସମାଜରେ ସୁଖ, ସ୍ୱାସ୍ଥ୍ୟ ଓ ସମୃଦ୍ଧି ବୃଦ୍ଧି କରୁ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*******