Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଡ. ହୁନ୍ ମାନେଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ . ହୁନ୍ ମାନେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

କାମ୍ବୋଡିଆର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିବାରୁ . ହୁନ୍ ମାନେଟଙ୍କୁ ଅଭିନନ୍ଦନ ଆମର ବନ୍ଧୁତ୍ୱପୂର୍ଣ୍ଣ ଐତିହାସିକ ସମ୍ପର୍କକୁ ଆହୁରି  ମଜଭୁତ କରିବାକୁ ମୁଁ ଆପଣଙ୍କ ସହ କାର୍ଯ୍ୟ କରିବାକୁ ଉତ୍ସାହିତ

 

SR