ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିଓ ଓ ତାଙ୍କ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଶ୍ରୀ @Neiphiu_Rio ଜୀ ଓ ତାଙ୍କ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲି । ଯୁବ ଓ ଅଭିଜ୍ଞମାନଙ୍କୁ ନେଇ ଗଠିତ ଏହି ମନ୍ତ୍ରୀମଣ୍ଡଳ ନାଗାଲାଣ୍ଡକୁ ସୁଶାସନ ପଥରେ ଆଗେଇ ନେବ ଓ ଲୋକଙ୍କ ଆକାଂକ୍ଷା ପୂରଣ କରିବ ବୋଲି ମୋର ବିଶ୍ୱାସ ।”
Joined the oath taking ceremony of Shri @Neiphiu_Rio Ji and his Council of Ministers. I am confident that this team, which is a blend of youth and experience, will continue the good governance trajectory of Nagaland and fulfil people’s aspirations. My best wishes to them. pic.twitter.com/YdnIuKTYzl
— Narendra Modi (@narendramodi) March 7, 2023