Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କ୍ୱାଲକମ୍ ର ସିଇଓ ଶ୍ରୀ କ୍ରିଷ୍ଟିଆନୋ ଆମୋନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ

କ୍ୱାଲକମ୍ ର ସିଇଓ ଶ୍ରୀ କ୍ରିଷ୍ଟିଆନୋ ଆମୋନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କ୍ୱାଲକମର ସିଇଓ ଶ୍ରୀ କ୍ରିଷ୍ଟିଆନୋ ଆମୋନଙ୍କୁ ସାକ୍ଷାତ କରିଛନ୍ତି

ଏହି ବୈଠକରେ ସେମାନେ ଭାରତର ଟେଲିକମ୍ ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ଦିଆଯାଉଥିବା ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଥିଲେ ଏଥିରେ ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍ ଏବଂ ଉତ୍ପାଦନ (ଇଏସ୍ଡିଏମ୍‍) ପାଇଁ ନିକଟରେ ଆରମ୍ଭ ହୋଇଥିବା ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲଆଇ) ଏବଂ ଭାରତରେ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାର ବିକାଶ ଅନ୍ତର୍ଭୁକ୍ତ ଭାରତରେ ସ୍ଥାନୀୟ ଇନୋଭେସନ୍ ଇକୋସିଷ୍ଟମ୍ ଗଠନ ପାଇଁ ରଣନୀତି ଉପରେ ମଧ୍ୟ ଆଲୋଚନା କରାଯାଇଥିଲା

HS