Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗଣତନ୍ତ୍ର ଦିବସର ଶୁଭେଚ୍ଛା ପାଇଁ ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଥିବା ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲଙ୍କୁ ଧନ୍ୟବାଦ ଦେଇଛନ୍ତି ।

 

ସେ ଦହଲଙ୍କ ଏକ ପୋଷ୍ଟରେ ପ୍ରତିକ୍ରିୟା ଦେଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଥିବା ପୁଷ୍ପ କମଲ ଦହଲଙ୍କୁ ଧନ୍ୟବାଦ । ଭାରତ ନେପାଳ ସହ ଦୀର୍ଘକାଳୀନ ବନ୍ଧୁତାକୁ ମହତ୍ତ୍ୱ ଦେଇଥାଏ ।’

 

SR