ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଅମ୍ବାଜୀରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ମଧ୍ୟ ଏହି ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଗୁଜୁରାଟର ଅମ୍ବାଜୀରେ ଘଟିଥିବା ଦୁର୍ଘଟଣାରେ ଜୀବନ ହାନି ପାଇଁ ମୁଁ ମୁଁ ଅତ୍ୟନ୍ତ ଦୁଃଖିତ । ଅହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯାଉଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର <span style=”font-family:”Kalinga”,
I am deeply pained by the loss of lives due to a mishap in Ambaji, Gujarat. I wish the injured a quick recovery. All possible assistance is being provided to those affected: PM @narendramodi
— PMO India (@PMOIndia) September 2, 2022
HS