Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁ ଦିବସ ଅବସରରେ କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବପୀଢିଙ୍କ ମନରେ ଶିକ୍ଷାର ଆନନ୍ଦ ସଂଚାର କରୁଥିବା କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ମଧ୍ୟ ଜ୍ଞାପନ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି;

“ଯୁବପୀଢିଙ୍କ ମନରେ ଶିକ୍ଷାର ଆନନ୍ଦ ସଂଚାର କରୁଥିବା କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ #ଗୁରୁ ଦିବସର ଶୁଭେଚ୍ଛା । ଆମ ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।”  

 

SR