ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡସ୍ ୨୦୨୩ରେ ଆର୍ବିଆଇ ଗଭର୍ନର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ ‘ଏ+’ ମାନ୍ୟତା ମିଳିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ଦାସ ଏ+ ମାନ୍ୟତା ପାଇଥିବା ୩ଟି ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ତାଲିକାର ଶୀର୍ଷରେ ରହିଛନ୍ତି ।
ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଆରବିଆଇ ଗଭର୍ନର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ ଅଭିନନ୍ଦନ । ବିଶ୍ୱ ସ୍ତରରେ ଆମର ଆର୍ଥିକ ନେତୃତ୍ୱକୁ ପ୍ରତିଫଳିତ କରିଥିବାରୁ ଭାରତ ପାଇଁ ଏହା ଗର୍ବର ବିଷୟ । ତାଙ୍କ ଉତ୍ସର୍ଗ ତଥା ଦୂରଦୃଷ୍ଟି ଆମ ଦେଶର ଅଭିବୃଦ୍ଧି ପଥକୁ ସୁଦୃଢ଼ କରିବାରେ ଲାଗିଛି ।’
Congratulations to RBI Governor Shri Shaktikanta Das. This is a proud moment for India, reflecting our financial leadership on the global stage. His dedication and vision continue to strengthen our nation’s growth trajectory. https://t.co/MtdmI8La1T
— Narendra Modi (@narendramodi) September 1, 2023
SR
Congratulations to RBI Governor Shri Shaktikanta Das. This is a proud moment for India, reflecting our financial leadership on the global stage. His dedication and vision continue to strengthen our nation's growth trajectory. https://t.co/MtdmI8La1T
— Narendra Modi (@narendramodi) September 1, 2023