Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଚନ୍ଦ୍ରଯାନ ପାଇଁ ଶୁଭକାମନା ଲାଗି ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ


ଚନ୍ଦ୍ରଯାନ ୩ର ସଫଳ ଉତକ୍ଷେପଣ ପାଇଁ ଶୁଭକାମନା ଜଣାଇଥିବାରୁ ଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । 

ଭୁଟାନ ପ୍ରଧାନମନ୍ତ୍ରୀଙ୍କ ଏକ ଟୁଇଟ୍‌ର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ତୁମ ଶୁଭକାମନା ପାଇଁ ଧନ୍ୟବାଦ । ବାସ୍ତବରେ ଚନ୍ଦ୍ରଯାନର ସଫଳତା ସମଗ୍ର ମାନବିକତା ପାଇଁ ଶୁଭଙ୍କର ।’

SR