ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି :
“ସମସ୍ତ ଦେଶବାସୀଙ୍କ ତରଫରୁ ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କୁ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।”
SR
सभी देशवासियों की ओर से स्वामी रामकृष्ण परमहंस जी को उनकी जयंती पर शत-शत नमन। pic.twitter.com/CwaBq6qgUr
— Narendra Modi (@narendramodi) February 18, 2025