Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜୟନ୍ତୀ ଦିବସରେ ଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡାଙ୍କୁ ତାଙ୍କ ଜୟନ୍ତୀ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଭଗବାନ ବିର୍ସା ମୁଣ୍ଡାଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମୁଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ଏବଂ ଆଦିବାସୀ ସମ୍ପ୍ରଦାୟର ସଶକ୍ତିକରଣ ଦିଗରେ ତାଙ୍କର ପ୍ରୟାସ ତଥା ଅଦମ୍ୟ ସାହାସ ଅବିସ୍ମରଣୀୟ”, ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।