Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡକ୍ଟର ରାମ ମନୋହର ଲୋହିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ରାମ ମନୋହର ଲୋହିଆଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା, ଜଣେ ପ୍ରଖର ସ୍ୱାଧୀନତା ସଂଗ୍ରାମୀ ଏବଂ ସାମାଜିକ ନ୍ୟାୟର ପ୍ରତୀକ ଭାବରେ ମନେ ପକାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“ଡକ୍ଟର ରାମ ମନୋହର ଲୋହିଆଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ସ୍ମରଣ କରୁଛି । ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା, ପ୍ରଖର ସ୍ୱାଧୀନତା ସଂଗ୍ରାମୀ ଏବଂ ସାମାଜିକ ନ୍ୟାୟର ପ୍ରତୀକ ଡକ୍ଟର ଲୋହିଆ ଅବହେିତ ଲୋକଙ୍କୁ ସଶକ୍ତ କରିବା ଏବଂ ଏକ ଶକ୍ତିଶାଳୀ ଭାରତ ଗଠନ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିଲେ ।”

 

SR