ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମର ସମ୍ପ୍ରସାରଣକୁ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ମିଳିଛି । ଆଜି ଏଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ସମ୍ପ୍ରସାରଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥି ପାଇଁ ମୋଟ ୧୪.୯୦୩ କୋଟି ଟଙ୍କା ଖର୍ଚ୍ଚ ହେବ ।
୨୦୧୫ ଜୁଲାଇ ପହିଲାରେ ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଦେଶର ନାଗରିକମାନଙ୍କୁ ଡିଜିଟାଲ ମାଧ୍ୟମରେ ଯୋଗାଇବା ସେବା ଏହାର ଉଦ୍ଦେଶ୍ୟ । ଏହି ଯୋଜନାଟି ବେଶ ସଫଳ ପ୍ରମାଣିତ ହୋଇଛି । ଏହି ଯୋଜନାର ସମ୍ପ୍ରସାରଣ ଫଳରେ ଅନେକ ଲକ୍ଷ୍ୟ ସାଧିତ ହୋଇପାରିବ । ଏହା ଦ୍ୱାରା ଯେଉଁ ସବୁ କାର୍ଯ୍ୟ କରାଯିବ ସେଗୁଡିକ ନିମ୍ନରେ ପ୍ରଦାନ କରାଗଲା ।
*****
TKM/SLP
Today’s Cabinet decision on the expansion of the Digital India programme is a testament to our commitment towards a technologically empowered India.
— Narendra Modi (@narendramodi) August 16, 2023
It will boost our digital economy, provide better access to services and strengthen our IT ecosystem. https://t.co/DKMSpngdSj https://t.co/vYz6kBk3BD