Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ତ୍ରିପୁରାବାସୀଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିପୁରାବାସୀଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଜାତୀୟ ପ୍ରଗତିରେ ରାଜ୍ୟର  ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ସେ କହିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି :

“ତ୍ରିପୁରାବାସୀଙ୍କୁ ସେମାନଙ୍କ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା । ଜାତୀୟ ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଅବଦାନ ରହିଛି । ଏହି ରାଜ୍ୟ ନିଜର ସମୃଦ୍ଧ ସଂସ୍କୃତି ଏବଂ ଐତିହ୍ୟ ପାଇଁ ମଧ୍ୟ ବେଶ୍ ଜଣାଶୁଣା । ଆଗାମୀ ଦିନରେ ତ୍ରିପୁରା ବିକାଶର ନୂଆ ଉଚ୍ଚତାକୁ ହାସଲ କରୁ।”

 

SR