Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ପାଇଁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଚାଲିଥିବା କ୍ରିକେଟ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

 

ବିରାଟ କୋହଲି ଖେଳିଥିôବା ଏକ ସୁନ୍ଦର ଇନିଂସ ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ଆମ କ୍ରିକେଟ ଦଳ ପୁନର୍ବାର ବିଜୟୀ ହୋଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚମତ୍କାର ପ୍ରଦର୍ଶନ ପାଇଁ ଦଳକୁ ଅଭିନନ୍ଦନ । ଚମତ୍କାର ଟିମୱର୍କ ।

 

ଆଜି ସୁନ୍ଦର ଇନିଂସ ଖେଳିଥିବା ବିରାଟ କୋହଲିଙ୍କୁ ଜନ୍ମଦିନରେ ଏକ ବଡ଼ ଉପହାର ମଧ୍ୟ ଦେଇଛନ୍ତି ।

 

 

 SR