ଦିଲ୍ଲୀରେ ଅନୁଭୂତ ହୋଇଥିବା ଭୂକମ୍ପନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତ ରହିବା ସହ ସୁରକ୍ଷା ସାବଧାନତା ଅବଲମ୍ବନ କରିବାକୁ ଅନୁରୋଧ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି :
“ଦିଲ୍ଲୀ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଭୂକମ୍ପନ ଅନୁଭୂତ ହୋଇଥିଲା । ଏପରି ସ୍ଥିତିରେ ସମସ୍ତଙ୍କୁ ଶାନ୍ତ ରହିବା ସହ ସୁରକ୍ଷା ସାବଧାନତା ଅବଲମ୍ବନ କରିବାକୁ ଏବଂ ସମ୍ଭାବ୍ୟ କମ୍ପନ ପାଇଁ ସତର୍କ ରହିବାକୁ ଅନୁରୋଧ । ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି।”
SR
Tremors were felt in Delhi and nearby areas. Urging everyone to stay calm and follow safety precautions, staying alert for possible aftershocks. Authorities are keeping a close watch on the situation.
— Narendra Modi (@narendramodi) February 17, 2025