Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦୀପାବଳିରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ଦୀପାବଳିରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ଦୀପାବଳିରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ରାଷ୍ଟ୍ରପତି ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛି ।

 

ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।

 

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ଼ଙ୍କୁ ଭେଟି ତାଙ୍କୁ  ଦୀପାବଳି ଶୁଭେଚ୍ଛା ଜଣାଇଛି ।

 

 SR