ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି ।
ନୂଆଦିଲ୍ଲୀ ନେତାଙ୍କ ଘୋଷଣାପତ୍ରର ଡିଜିଟାଲ କପି ସେୟାର କରି ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘‘ନୂଆଦିଲ୍ଲୀ ନେତାଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି। ସହମତି ଓ ଭାବନାରେ ଏକାଠି ହୋଇ ଆମେ ଏକ ଉନ୍ନତ, ଅଧିକ ସମୃଦ୍ଧ ଏବଂ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭବିଷ୍ୟତ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଉଛୁ । ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ ମୁଁ କୃତଜ୍ଞତା ଜଣାଉଛି।‘‘
History has been created with the adoption of the New Delhi Leaders’ Declaration. United in consensus and spirit, we pledge to work collaboratively for a better, more prosperous, and harmonious future. My gratitude to all fellow G20 members for their support and cooperation. https://t.co/OglSaEj3Pf
— Narendra Modi (@narendramodi) September 9, 2023
HS