Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନୈନିତାଲରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ନୈନିତାଲ ଠାରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ନୈନିତାଲ ଜିଲ୍ଲାରେ କାର ଭାସିଯିବା ଭଳି ଘଟଣା ବେଶ ଦୁଃଖ ଦେଇଛି । ଦୁଃଖର ଏହି ମୁହୂର୍ତ୍ତରେ ମୋ ସମବଦେନା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ରହିଛି । ଫସି ରହିଥିବା ଲୋକଙ୍କୁ ସହାୟତା ପ୍ରଦାନ ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।”

SR