ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
Tributes to our first PM, Pandit Jawaharlal Nehru Ji on his death anniversary.
— Narendra Modi (@narendramodi) May 27, 2020