Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଦ୍ମ ବିଭୂଷଣ ପୁରସ୍କାର ପ୍ରାପ୍ତ କିମ୍ବଦନ୍ତୀ ଅଭିନେତ୍ରୀ ବୈଜୟନ୍ତୀମାଳାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଦ୍ମ ବିଭୂଷଣ ପୁରସ୍କାର ପ୍ରାପ୍ତ କିମ୍ବଦନ୍ତୀ ଅଭିନେତ୍ରୀ ବୈଜୟନ୍ତୀମାଳାଙ୍କୁ ସାକ୍ଷାତ କରି କହିଥିଲେ ଯେ ଭାରତୀୟ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସମଗ୍ର ଭାରତରେ ସେ ପ୍ରଶଂସିତ।

ଏକ ଟ୍ବିଟର ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଚେନ୍ନାଇରେ ବୈଜୟନ୍ତୀମାଳାଜୀଙ୍କୁ ଭେଟି ଖୁସି ଅନୁଭବ କରୁଛି। ତାଙ୍କୁ ନିକଟରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି ଏବଂ ଭାରତୀୟ ସିନେମା ଜଗତରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସମଗ୍ର ଭାରତରେ ସେ ପ୍ରଶଂସିତ।

 

BS