Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପବିତ୍ର ଗଣେଶ ଚତୁର୍ଥୀରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

“ସମସ୍ତଙ୍କୁ ଗଣେଶ ଚତୁର୍ଥୀର ଅଭିନନ୍ଦନ। ଆମ ସମସ୍ତଙ୍କ ଉପରେ ଭଗବାନ ଗଣେଶଙ୍କ ଆର୍ଶୀବାଦ ରହିଥାଉ। ଗଣପତି ବୋପା ମୋରିୟା!”, ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

****