Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଶ୍ଚିମବଙ୍ଗର ଜଳପାଇଗୁଡିରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଏହି ଦୁର୍ଘଟଣାରେ ଅତ୍ୟନ୍ତ ଦୁଃଖିତ । ଯେଉଁମାନେ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା: ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ”

 

HS