Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୁଷ୍କରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଷ୍କର ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ଦେଶବାସୀଙ୍କ କଲ୍ୟାଣ କାମନା କରି ପ୍ରାର୍ଥନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ପୁଷ୍କରରେ ଭଗବାନ ବ୍ରହ୍ମାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ଓ ଦିବ୍ୟ ଦର୍ଶନର ସୌଭାଗ୍ୟ ପ୍ରାପ୍ତ ହେଲା । ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଓ କଲ୍ୟାଣ କାମନା କଲି ।

SR