Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ଉପପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ଉପପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

ଦେଶର ପୂର୍ବ ଉପପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସମ୍ମାନପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ପଛୁଆ ଏବଂ ଅନଗ୍ରସର ଶ୍ରେଣୀର ଲୋକମାନଙ୍କର ଅଧିକାର ପାଇଁ ତାଙ୍କର ଆଜୀବନ ସଂଘର୍ଷ ସର୍ବଦା ପ୍ରେରିତ କରିବ

 

SR