Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ସ୍ମାରକୀରେ ପ୍ରଧାନମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ସ୍ମାରକୀରେ ପ୍ରଧାନମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ‘ସଦୈବ ଅଟଳ’ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

 

ଆଜି ସକାଳେ ସେ ସ୍ମାରକୀ ନିକଟରେ ଉଠାଇଥିବା ଫଟୋ ସେୟାର କରିଥିଲେ ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଆଜି ସକାଳେ ସଦୈବ ଅଟଳଠାରେ ଅଟଳ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି ।’

 

  SR