Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍‌ଲେଟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍‌ଲେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

 

ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ଦିଲ୍ଲୀରେ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ  ଆରମ୍ଭରେ ଏକ୍ସରେ କରିଥିବା ପୋଷ୍ଟରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ କହିଛନ୍ତି:

 

‘ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଭାଗ ନେଉଥିôବା ସମସ୍ତ ଆଥ୍‌ଲେଟଙ୍କୁ ମୋର ଶୁଭେଚ୍ଛା । ଏହା ସମାବେଶୀ ଏବଂ ସଶକ୍ତିକରଣ ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ।’

 

  SR