Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ମୁଖ୍ୟମନ୍ତ୍ରୀ


ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି:

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

SR