ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା @himantabiswa ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ @narendramodi ଙ୍କୁ ଭେଟିଛନ୍ତି ।
@CMOfficeAssam”
SR
Chief Minister of Assam, Shri @himantabiswa, met Prime Minister @narendramodi.@CMOfficeAssam pic.twitter.com/niFTaw4rgz
— PMO India (@PMOIndia) December 2, 2024