ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡ଼ୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ Shri @ncbn ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।
@AndhraPradeshCM”
SR
Chief Minister of Andhra Pradesh, Shri @ncbn, met Prime Minister @narendramodi.@AndhraPradeshCM pic.twitter.com/lOjf1Ctans
— PMO India (@PMOIndia) December 25, 2024